
ଭୁବନେଶ୍ୱର, ୧୨ ଅକ୍ଟୋବର (ହି.ସ) - ମୟୁରଭଞ୍ଜ ଜିଲ୍ଲା, ଯଶିପୁର ତହସିଲର ଦମ୍ପତି, ଭଞ୍ଜ ସିର୍କା ଓ ବିରନ ନାଏକଙ୍କର ଦୁଃଖଦ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି।
ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା