ତିନି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ
ଭୁବନେଶ୍ୱର, 12 ଅକ୍ଟୋବର (ହି.ସ.)- ତିନି ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ସୌଦାନ ସିଂ। ଏହି ଅବସରରେ ସେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବେ। ରାଜ୍ୟର ସାଂଗଠନିକ ସ୍ଥିତି ଓ ଆଗାମୀ ନିର୍ବା
ତିନି ଦିନିଆ ଓଡ଼ିଶା ଗସ୍ତରେ     ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ


ଭୁବନେଶ୍ୱର, 12 ଅକ୍ଟୋବର (ହି.ସ.)- ତିନି ଦିନିଆ

ଓଡ଼ିଶା ଗସ୍ତରେ ରାଷ୍ଟ୍ରୀୟ ସହ ସଂଗଠନ ମହାମନ୍ତ୍ରୀ ସୌଦାନ ସିଂ। ଏହି ଅବସରରେ ସେ

ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି,

ମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିବେ। ରାଜ୍ୟର ସାଂଗଠନିକ ସ୍ଥିତି ଓ ଆଗାମୀ

ନିର୍ବାଚନ ନେଇ ହେବ ଆଲୋଚନା। କିଛି ଦିନ ପୂର୍ବରୁ ନବ ନିଯୁକ୍ତ ପ୍ରଭାରୀ ଓ ସହ ପ୍ରଭାରୀ

ଓଡ଼ିଶା ଆସି ରାଜ୍ୟ ପଦାଧିକାରୀଙ୍କ ସହ ଆଲୋଚନା କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande