ଲକ୍ଷ୍ନୌ ସ୍ଥିତ ମୁଖ୍ୟମନ୍ତ୍ରୀ ଆବାସ ଠାରେ ଯୋଗୀ ଆଦିତ୍ୟନାଥଙ୍କୁ ସାକ୍ଷାତ କଲେ କେଭି ସିଂହଦେଓ
ଭୁବନେଶ୍ୱର, 14 ଅକ୍ଟୋବର (ହି.ସ.)- ଲକ୍ଷ୍ନୌ ସ୍ଥିତ ମୁଖ୍ୟମନ୍ତ୍ରୀ ଆବାସ ଠାରେ ଯୋଗୀ ଆଦିତ୍ୟ ନାଥଙ୍କୁ ସାକ୍ଷାତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଆଜି ଲକ୍ଷ୍ନୌ ସ୍ଥିତ ମୁଖ୍ୟମନ୍
ଯୋଗୀ


ଭୁବନେଶ୍ୱର, 14 ଅକ୍ଟୋବର (ହି.ସ.)- ଲକ୍ଷ୍ନୌ ସ୍ଥିତ

ମୁଖ୍ୟମନ୍ତ୍ରୀ ଆବାସ ଠାରେ ଯୋଗୀ ଆଦିତ୍ୟ ନାଥଙ୍କୁ ସାକ୍ଷାତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି

ସିଂହଦେଓ ।

ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ

ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଆଜି ଲକ୍ଷ୍ନୌ ସ୍ଥିତ ମୁଖ୍ୟମନ୍ତ୍ରୀ ଆବାସ ଠାରେ

ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟ ନାଥଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତକାର

ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମୋ ସହ ମୋର ଧର୍ମପତ୍ନୀ ତଥା ବଲାଙ୍ଗିରର ମାନନୀୟା ସାଂସଦ

ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ମଧ୍ୟ ଉପସ୍ଥିତ ରହିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande