ରାଜ୍ୟପାଳଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇଲେ ବାଚସ୍ପତି
ଭୁବନେଶ୍ୱର,୧୫ ଅକ୍ଟୋବର (ହି.ସ)- ଓଡ଼ିଶା ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଗୁରୁବାର ଦିନ ଲୋକ ଭବନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରି ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି। ---------------
jugkl


ଭୁବନେଶ୍ୱର,୧୫ ଅକ୍ଟୋବର (ହି.ସ)- ଓଡ଼ିଶା ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଗୁରୁବାର ଦିନ ଲୋକ ଭବନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ସାକ୍ଷାତ କରି ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande