ଓଏସସିପିସିଆର ପକ୍ଷରୁ କନ୍ୟା ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର,୧୫ ଅକ୍ଟୋବର (ହି.ସ)- ଭୁବନେଶ୍ୱରରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଓଏସସିପିସିଆର) ପକ୍ଷରୁ ‘କନ୍ୟା ପୂଜନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କନ୍ୟାଶିଶୁଙ୍କ ସମ୍ମାନ, ସୁରକ୍ଷା, ଶିକ୍ଷା ଓ ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି ଅବସର
jyl


ଭୁବନେଶ୍ୱର,୧୫ ଅକ୍ଟୋବର (ହି.ସ)- ଭୁବନେଶ୍ୱରରେ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଓଏସସିପିସିଆର) ପକ୍ଷରୁ ‘କନ୍ୟା ପୂଜନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କନ୍ୟାଶିଶୁଙ୍କ ସମ୍ମାନ, ସୁରକ୍ଷା, ଶିକ୍ଷା ଓ ସର୍ବାଙ୍ଗୀନ ବିକାଶ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏହି ଅବସରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡ଼. ମୃଣାଳିନୀ ଦସ୍ୱର୍ାଲ, ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ସୋଭନା ମହାନ୍ତି ଏବଂ ଅନ୍ୟ ଅତିଥିମାନେ ଶୁଶୁକନ୍ୟାଙ୍କୁ ପୂଜନ କରିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande