
ଭୁବନେଶ୍ୱର, 15 ଅକ୍ଟୋବର (ହି.ସ.)- ବିଧାୟକ ଅଖିଳ
ଚନ୍ଦ୍ର ନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦୁଝର ଜିଲ୍ଲାର ପାଟଣା
ବିଧାନସଭା ନିର୍ବାଚନମଣ୍ଡଳୀର ବିଧାୟକ ଅଖିଳ ଚନ୍ଦ୍ର ନାୟକ ଙ୍କ ଜନ୍ମଦିନରେ ମୋର ହାର୍ଦ୍ଦିକ
ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଆପଣ ସୁସ୍ଥ ଓ ନିରୋଗ
ରୁହନ୍ତୁ ଏହା ହିଁ ପ୍ରାର୍ଥନା।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା