କେନ୍ଦ୍ରମନ୍ତ୍ରୀ ତୋଖନ ସାହୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 15 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ ତୋଖନ ସାହୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ରାଷ୍ଟ୍ରମନ୍
ତୋଖନ


ଭୁବନେଶ୍ୱର, 15 ଅକ୍ଟୋବର (ହି.ସ.)- କେନ୍ଦ୍ରମନ୍ତ୍ରୀ

ତୋଖନ ସାହୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ

ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୋଖନ ସାହୁ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଆଗାମୀ

ବର୍ଷଟି ଜନସେବା କ୍ଷେତ୍ରରେ ନୂତନ ସଫଳତାର ମାଇଲଖୁଣ୍ଟ ସ୍ଥାପନ କରିବା ସହ ସମାବେଶୀ ଓ ସ୍ଥାୟୀ

ସହରାଞ୍ଚଳ ବିକାଶ ଦିଗରେ ନିରନ୍ତର ପ୍ରଗତି ଆଣିଦେଉ, ଏହା ମୋର କାମନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande