ରାଜ୍ୟପାଳଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟର ବିଦାୟୀ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ତାଙ୍କର ମାର୍ଗଦର୍ଶନ ସର୍ବଦ
cm


ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟର ବିଦାୟୀ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜଣାଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ବିକାଶ ପାଇଁ ତାଙ୍କର ମାର୍ଗଦର୍ଶନ ସର୍ବଦା ଅବିସ୍ମରଣୀୟ ହୋଇ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥ ତାଙ୍କୁ ନିରାମୟ ତଥା ମଙ୍ଗଳମୟ ଜୀବନ ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande