ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର , ୧୬ ଅକ୍ଟୋବର (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ
cm


ଭୁବନେଶ୍ୱର , ୧୬ ଅକ୍ଟୋବର (ହି.ସ.) - ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ ସୁଖମୟ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande