ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ଧର୍ମେନ୍ଦ୍ର ଲେଖିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ
dp


ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି।

ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ଧର୍ମେନ୍ଦ୍ର ଲେଖିଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁଙ୍କ ନିକଟରେ ତାଙ୍କର ଉତମ ସ୍ୱାସ୍ଥ୍ୟ ସହ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande