
ଭୁବନେଶ୍ୱର, ୧୬ ଅକ୍ଟୋବର (ହି.ସ.)- ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଏହି ଅବସରରେ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକଭବନଠାରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।
ରାଜ୍ୟପାଳଙ୍କ କାର୍ଯ୍ୟକାଳ ଶେଷ ହେବା ଅବସରରେ ଆୟୋଜିତ ଏହି ସମ୍ମାନଜନକ ବିଦାୟୀ କାର୍ଯ୍ୟକ୍ରମରେ ତାଙ୍କୁ ଆନୁଷ୍ଠାନିକ ଭାବେ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଥିଲା।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା