
ଭୁବନେଶ୍ୱର, ୧୮ ଅକ୍ଟୋବର (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ଆସନ୍ତା ୨୩ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ