କୋଲକାତା ଦଳଚକଟାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- କୋଲକାତା ଦଳଚକଟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, କୋଲକାତାରେ ଘଟିଥିବା ଦୁଃଖଦ ଦଳାଚ
କୋଲକାତା ଦଳଚକଟାରେ     ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- କୋଲକାତା

ଦଳଚକଟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବାର୍ତ୍ତା ଜାରି କରି କହିଛନ୍ତି ଯେ, କୋଲକାତାରେ

ଘଟିଥିବା ଦୁଃଖଦ ଦଳାଚକଟା ଘଟଣା ବିଷୟରେ ଜାଣି ମୁଁ ଗଭୀର ମର୍ମାହତ। ଏହି ଦୁଃଖଦ ଘଟଣାରେ ନିଜ

ପ୍ରିୟଜନଙ୍କୁ ହରାଇଥିବା ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ହୃଦୟରୁ ଗଭୀର ସମବେଦନା

ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଦିବଙ୍ଗତ ଆତ୍ମାମାନଙ୍କୁ ଚିରଶାନ୍ତି ପ୍ରଦାନ କରନ୍ତୁ ଏବଂ

ସମସ୍ତ ଆହତଙ୍କୁ ଶୀଘ୍ର ସୁସ୍ଥ କରାଇ ଆରୋଗ୍ୟ ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande