ମହାମାୟାଙ୍କ ମହା ଅଷ୍ଟମୀରେ ସମସ୍ତଙ୍କ ମଙ୍ଗଳ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ମହାମାୟାଙ୍କ ମହା ଅଷ୍ଟମୀରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ
ମହାଷ୍ଟମୀ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ମହାମାୟାଙ୍କ

ମହା ଅଷ୍ଟମୀରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାୟାଙ୍କ ମହା ଅଷ୍ଟମୀ ଅବସରରେ

ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଜଗତଜନନୀ ମା’ ଦୁର୍ଗା ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣି ଦିଅନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande