ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀ ବ୍ରଜମୋହନ ରାମଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.) - ଆଜି ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର
ରାଜ୍ୟପାଳ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.) - ଆଜି ଓଡ଼ିଶାର

ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀ ବ୍ରଜମୋହନ ରାମ । ଏହି ଅବସରରେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

ଏନେଇ ଏକ୍ସ ହ୍ୟାଣ୍ଡେଲରେ

ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ଲୋକ ଭବନର ଅଭିଷେକ ହଲ୍ଠାରେ

ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ରହି ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ

କରିଥିବା ଶ୍ରୀ ବ୍ରଜମୋହନ ରାମଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲି । ରାଜ୍ୟପାଳ

ମହୋଦୟଙ୍କ ମାର୍ଗଦର୍ଶନରେ ଓଡ଼ିଶାର ବିକାଶ ଯାତ୍ରା ଆହୁରି ତ୍ୱରାନ୍ୱିତ ହେବ। ତାଙ୍କର ସଫଳ

କାର୍ଯ୍ୟକାଳ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande