ମହାଷ୍ଟମୀର ଶୁଭେଚ୍ଛା ଜଣାଇଲେ କନକ ବର୍ଦ୍ଧନ ସିଂହଦେଓ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ମହାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ମହାମାୟାଙ୍କ ମହା ଅଷ୍ଟମୀର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ଜଗତଜନନୀ ମା’ ଦୁର
ମହାଷ୍ଟମୀ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ମହାଷ୍ଟମୀର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା

ଜାରି କରି ସେ କହିଛନ୍ତି ଯେ, ମହାମାୟାଙ୍କ ମହା ଅଷ୍ଟମୀର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

ଜଗତଜନନୀ ମା’ ଦୁର୍ଗାଙ୍କ

କୃପାରୁ ସମସ୍ତଙ୍କ ଜୀବନ ଆନନ୍ଦମୟ ଓ ସମୃଦ୍ଧ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande