ଉତ୍କଳ ରତ୍ନ ବିଶ୍ୱନାଥ ମିଶ୍ରଙ୍କ ସ୍ମରଣ କଲେ କେଭି ସିଂହଦେଓ
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ଉତ୍କଳ ରତ୍ନ ବିଶ୍ୱନାଥ ମିଶ୍ରଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍କଳ ରତ୍ନ ବିଶ୍ୱନାଥ ମିଶ୍ରଙ୍କ ଜନ୍ମ ଜୟନ୍ତୀ ଅବସରରେ ତା
ବିଶ୍ୱନାଥ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ଉତ୍କଳ ରତ୍ନ

ବିଶ୍ୱନାଥ ମିଶ୍ରଙ୍କ ସ୍ମୃତିଚାରଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉତ୍କଳ ରତ୍ନ ବିଶ୍ୱନାଥ ମିଶ୍ରଙ୍କ

ଜନ୍ମ ଜୟନ୍ତୀ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ

କରୁଅଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande