
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ମା' ଦୁର୍ଗାଙ୍କ ମହାଅଷ୍ଟମୀରେ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ଦୁର୍ଗତିନାଶିନୀ ମା' ଦୁର୍ଗାଙ୍କ ମହାଅଷ୍ଟମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମା'ଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ ଏବଂ ସମୃଦ୍ଧିରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା