ପବିତ୍ର ମହାଅଷ୍ଟମୀର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ପବିତ୍ର ମହାଅଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହାଅଷ୍ଟମୀ ବା ଦୁର୍ଗାଷ୍ଟମୀ ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା
ମହାଷ୍ଟମୀ


ଭୁବନେଶ୍ୱର, 18 ଅକ୍ଟୋବର (ହି.ସ.)- ପବିତ୍ର

ମହାଅଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ

ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହାଅଷ୍ଟମୀ ବା ଦୁର୍ଗାଷ୍ଟମୀ ଅବସରରେ

ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande