
ଭୁବନେଶ୍ୱର ,୧୯ ଅକ୍ଟୋବର (ହି.ସ.) - ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସମ୍ବଲପୁର ଲପଙ୍ଗା ସ୍ଥିତ ରଣେଶ୍ୱର ରାମଚଣ୍ଡୀ ପୀଠରେ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ମା’ ହେଉଛନ୍ତି ପ୍ରତ୍ୟକ୍ଷ ଦେବୀ, ତାଙ୍କର ମହିମା ଅପାର । ମା’ଙ୍କ ପାଖରେ ସମସ୍ତଙ୍କ ସୁଖ, ସମୃଦ୍ଧି ଓ ନିରାମୟ ଜୀବନ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା