
ଭୁବନେଶ୍ୱର , ୧୯ ଅକ୍ଟୋବର (ହି.ସ.) - ଓଡ଼ିଶାର ବରିଷ୍ଠ ସାମ୍ବାଦିକ ଶ୍ରୀ ବିଭୂତି ପତିଙ୍କ ଅକାଳ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଦୀର୍ଘ ଅଭିଜ୍ଞତା, ନିଷ୍ଠା ଓ ଉଲ୍ଲେଖନୀୟ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା