ପବିତ୍ର ମହାନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ପବିତ୍ର ମହାନବମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାନବମୀ ଉପଲକ୍ଷେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ । ମା''ଦୁର୍ଗାଙ୍କ
ମହାନବମୀ


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ପବିତ୍ର

ମହାନବମୀର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାନବମୀ ଉପଲକ୍ଷେ ଅନେକ ଅନେକ ଶୁଭେଚ୍ଛା ଓ

ଅଭିନନ୍ଦନ । ମା'ଦୁର୍ଗାଙ୍କ

ଅପାର କୃପାରୁ ସମସ୍ତଙ୍କ ଜୀବନ ମଙ୍ଗଳମୟ ହେଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande