
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ମା' ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ପ୍ରଣାମ କରିଛନ୍ତି ମୁଖ୍ୟମନ୍ତ୍ରୀ
ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତା ଜାରି କରି
କହିଛନ୍ତି ଯେ, ମା' ସିଦ୍ଧିଦାତ୍ରୀଙ୍କୁ କୋଟି କୋଟି ପ୍ରଣାମ। ଦେବୀ ସିଦ୍ଧିଦାତ୍ରୀ ସମସ୍ତଙ୍କୁ ଜ୍ଞାନ, ସିଦ୍ଧି ଓ ଆଧ୍ୟାତ୍ମିକ ସାଧନାରେ ସହାୟକ ହୁଅନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା