
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.) - ବାଗ୍ମୀ
ବିଶ୍ୱନାଥ କରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାଗ୍ମୀ ବିଶ୍ୱନାଥ କରଙ୍କ
ଶ୍ରାଦ୍ଧବାର୍ଷିକୀରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ଭାଷା ଓ ସାହିତ୍ୟର ସମୃଦ୍ଧି ଦିଗରେ
ତାଙ୍କର ଅବଦାନ ଚିରସ୍ମରଣୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା