ମହାନବମୀର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ପବିତ୍ର ମହାନବମୀର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ମା’ ଦୁର୍ଗାଙ୍କ ଆରାଧନାର ପବ
ମହାନବମୀ


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ପବିତ୍ର

ମହାନବମୀର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ

ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର ପ୍ରଧାନ

କହିଛନ୍ତି ଯେ, ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ‘ମହାନବମୀ’ ଅବସରରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ମା’ ଦୁର୍ଗାଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande