ମହାନବମୀରେ ମାଆ ସମଲେଶ୍ୱରୀଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ମହାନବମୀରେ ମାଆ ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପବିତ୍ର ''ମହାନବମୀ'' ଅବସରରେ ସମ୍ବଲ
ଦର୍ଶନ


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ମହାନବମୀରେ

ମାଆ ସମଲେଶ୍ୱରୀଙ୍କ ଦର୍ଶନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ପବିତ୍ର

'ମହାନବମୀ' ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିବାର ସୌଭାଗ୍ୟ ଲାଭ କଲି

। ଦଶହରା ହେଉଛି ଅଧର୍ମ ଉପରେ ଧର୍ମର ବିଜୟ, ସଦ୍ଭାବନା, ସମର୍ପଣ ଏବଂ ଆସ୍ଥାର ପ୍ରତୀକ । ମା’ ସମଲେଶ୍ୱରୀଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଏବଂ ସମୃଦ୍ଧି କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande