
ଭୁବନେଶ୍ୱର ,୧୯ ଅକ୍ଟୋବର (ହି.ସ.) - ଏସୀୟ ପାରା ଗେମ୍ସ ୨୦୨୬ର ମହିଳା ୧୦ ମିଟର ଏୟାର ରାଇଫଲ୍ ଷ୍ଟାଣ୍ଡିଂ ଏସ ଏଚ୧ ବର୍ଗରେ ସ୍ୱର୍ଣ୍ଣ ପଦକ ବିଜେତା ମୋନା ଅଗ୍ରୱାଲ ଏବଂ ରୌପ୍ୟ ପଦକ ବିଜେତା ଅବନୀ ଲେଖରାଙ୍କୁ ଆଇନ ଓ ପୂର୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଶୁଭେଚ୍ଛା ଜଣାଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା