
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)-ପବିତ୍ର ମହାନବମୀର
ଶୁଭକାମନା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶାରଦୀୟ ଦୁର୍ଗାପୂଜାର ମହାନବମୀ ଉପଲକ୍ଷେ ହାର୍ଦ୍ଦିକ
ଶୁଭେଚ୍ଛା ଏବଂ ଶୁଭକାମନା। କରୁଣାମୟୀ ମା'ଦୁର୍ଗାଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା