ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.) - ପବିତ୍ର ଶାରଦୀୟ ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସତ୍ୟ ଓ ନ୍ୟାୟର ପ୍ରତିଷ୍ଠା ହେଉ। ମା'' ଦୁର୍ଗାଙ୍କ ଆଶୀର
ଦୁର୍ଗାପୂଜାର ଶୁଭେଚ୍ଛା     ଜଣାଇଲେ ବିରୋଧୀ ଦଳ ନେତା


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.) - ପବିତ୍ର ଶାରଦୀୟ

ଦୁର୍ଗାପୂଜାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ସତ୍ୟ ଓ ନ୍ୟାୟର ପ୍ରତିଷ୍ଠା ହେଉ।

ମା'

ଦୁର୍ଗାଙ୍କ ଆଶୀର୍ବାଦ ସଭିଙ୍କ ଜୀବନରେ ଖୁସି ଓ ସମୃଦ୍ଧି ଆଣିଦେଉ। ସଭିଙ୍କୁ

ମୋର ଶାରଦୀୟ ଶୁଭେଚ୍ଛା, ଜୟ ମା' ଦୁର୍ଗା

।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande