ପବିତ୍ର ମହାନବମୀର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ପବିତ୍ର ମହାନବମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହାନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । ------
ମହାନବମୀ


ଭୁବନେଶ୍ୱର, 19 ଅକ୍ଟୋବର (ହି.ସ.)- ପବିତ୍ର

ମହାନବମୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ପବିତ୍ର ମହାନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ

ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande