ସରସ୍ବତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା ଶିଶୁବାଟିକା ଠାରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ପଳିତ
ବଲାଙ୍ଗିର, 02 ଅକ୍ଟୋବର (ହି.ସ.) ଆଜି ସରସ୍ବତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା ଶିଶୁ ବାଟିକା ଠାରେ ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ପଳିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଆଚାର୍ଯ୍ୟ ଶ୍ରୀ ଚନ୍ଦ୍ର ଶେଖର ବେହେରା ଯୋଗଦାନ କରି ଉକ୍ତଦିନର ମହତ୍ୱ ବିଷୟରେ ଆଲ
ସରସ୍ବତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା ଶିଶୁବାଟିକା ଠାରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ପଳିତ।


ବଲାଙ୍ଗିର, 02 ଅକ୍ଟୋବର (ହି.ସ.) ଆଜି ସରସ୍ବତୀ ଶିଶୁ ବିଦ୍ୟା ଜ୍ଞାନ ମନ୍ଦିର କଦମପଡା ଶିଶୁ ବାଟିକା ଠାରେ ମହାତ୍ମାଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀ ଜୟନ୍ତୀ ପଳିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବରେ ଅବସର ପ୍ରାପ୍ତ ଆଚାର୍ଯ୍ୟ ଶ୍ରୀ ଚନ୍ଦ୍ର ଶେଖର ବେହେରା ଯୋଗଦାନ କରି ଉକ୍ତଦିନର ମହତ୍ୱ ବିଷୟରେ ଆଲୋକପ।ତ କରିଥିଲେ। ଅନେକ ଭାଇ ଭଉଣୀ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ।

ଶିଶୁବାଟିକା ପ୍ରମୁଖ ଶ୍ରୀମତୀ ବିଦ୍ୟୁତ ରେଖ। କର ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିବ। ସହ ଉଦେଶ୍ୟ ଜ୍ଞାପନ କରିଥିଲେ। ଆଚାର୍ଯ୍ୟ। ଶ୍ରୀମତୀ ସରିତା ମିଶ୍ର କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ। ପରିଚାଳନା ସମିତିର ସମ୍ପାଦକ ଶ୍ରୀ ତରଣୀସେନ ପଟେଲ ଉପସ୍ଥିତ ରହି ମାର୍ଗଦର୍ଶନ କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ ଗୁରୁଜୀ ଗୁରୁମା ସେବକ ସେବିକ।ଙ୍କ ସହଯୋଗରେ କାର୍ଯ୍ୟକ୍ରମ ସମାପନ ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande