
ଭୁବନେଶ୍ୱର, ୨ ଅକ୍ଟୋବର (ହି.ସ.)- ଝାରସୁଗୁଡ଼ାରେ ଶୁକ୍ରବାର ଭୋର୍ ସମୟରେ ହାଲୁକା କୁହୁଡ଼ି ଦେଖାଦେଇଛି । ଯାହାର ଦୃଶ୍ୟମାନ ଦୂରତା ୫୦୦ ମିଟରରୁ ୧୦୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ