ବିଜୟାଦଶମୀରେ ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.) - ପବିତ୍ର ବିଜୟାଦଶମୀ ଅବସରରେ ପୁରୀଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦର୍ଶନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ଏହି ଶୁଭ ଅବସରରେ ମହାପ୍ରଭୁଙ୍କ ନିକଟରେ ସମସ୍ତ ଦେଶବାସୀଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା
dp


ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.) - ପବିତ୍ର ବିଜୟାଦଶମୀ ଅବସରରେ ପୁରୀଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦର୍ଶନ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ। ଏହି ଶୁଭ ଅବସରରେ ମହାପ୍ରଭୁଙ୍କ ନିକଟରେ ସମସ୍ତ ଦେଶବାସୀଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ କାମନା କରିଛନ୍ତି ସେ।

ଏନେଇ ସେ ନିଜର ‘ଏକ୍ସ’ ହ୍ୟାଣ୍ଡଲ୍ ରେ ଏକ ପୋଷ୍ଟ କରିଛନ୍ତି। ମହାପ୍ରଭୁଙ୍କ କୃପା ସମସ୍ତଙ୍କ ଉପରେ ରହିଥାଉ ଏବଂ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି ସେ ପ୍ରାର୍ଥନା କରିଛନ୍ତି। ପୋଷ୍ଟର ଶେଷରେ ସେ ‘ଜୟ ଜଗନ୍ନାଥ’ ବୋଲି ଉଲ୍ଲେଖ କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande