ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ବାଲେଶ୍ଵର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୪୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୪୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୧୧.୦ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ବାଲେଶ୍ଵର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୪୭.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୦ ଅକ୍ଟୋବର (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୪୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ୧୧.୦ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୮.୦ ମି.ମି., ରାୟଗଡ଼ା ଜିଲ୍ଲାର କାଶିପୁରରେ ୪.୩ ମି.ମି., ମୁନିଗୁଡାରେ ୩.୬ ମି.ମି., ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ୦.୧ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande