‘ବିଜୟା ଦଶମୀ’ ତଥା ‘ଦଶହରା’ର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ‘ବିଜୟା ଦଶମୀ’ ତଥା ‘ଦଶହରା’ର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ
ଦଶହରା


ଭୁବନେଶ୍ୱର, 20 ଅକ୍ଟୋବର (ହି.ସ.)- ‘ବିଜୟା ଦଶମୀ’ ତଥା ‘ଦଶହରା’ର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅସତ୍ୟ ଉପରେ ସତ୍ୟର, ଅଧର୍ମ ଉପରେ ଧର୍ମର ଏବଂ ଅନ୍ୟାୟ ଉପରେ ନ୍ୟାୟର ବିଜୟର ମହାପର୍ବ

ପବିତ୍ର ‘ବିଜୟା ଦଶମୀ’ ତଥା ‘ଦଶହରା’ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande