ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ମହାଲକ୍ଷ୍ମୀ ବେଶରେ ଦର୍ଶନ
ସୁବର୍ଣପୁର, 21 ଅକ୍ଟୋବର (ହି.ସ.) ପବିତ୍ର ଦେବଭୂମି ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ଆଜି ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାରରେ ଭୂଷିତ ମା’ଙ୍କ ଦିବ୍ୟ ରୂପ ଅତ୍ୟନ୍ତ ମନୋରମ ହୋଇଥିଲା। ମା’ଙ୍କ ଦର୍ଶନ ପାଇଁ ମନ୍ଦିରରେ ଭକ୍ତମାନଙ୍
ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ  ମହାଲକ୍ଷ୍ମୀ ବେଶରେ ଦର୍ଶନ


ସୁବର୍ଣପୁର, 21 ଅକ୍ଟୋବର (ହି.ସ.)

ପବିତ୍ର ଦେବଭୂମି ସୁବର୍ଣ୍ଣପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀ ଆଜି ମହାଲକ୍ଷ୍ମୀ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି। ବିଭିନ୍ନ ସ୍ୱର୍ଣ୍ଣ ଅଳଙ୍କାରରେ ଭୂଷିତ ମା’ଙ୍କ ଦିବ୍ୟ ରୂପ ଅତ୍ୟନ୍ତ ମନୋରମ ହୋଇଥିଲା। ମା’ଙ୍କ ଦର୍ଶନ ପାଇଁ ମନ୍ଦିରରେ ଭକ୍ତମାନଙ୍କ ସମାଗମ ହୋଇଥିଲା। ଭକ୍ତମାନେ ମା’ଙ୍କ ଦର୍ଶନ କରି ପରିବାରର ସୁଖ, ସମୃଦ୍ଧି ଓ ମଙ୍ଗଳ କାମନା କରିଥିଲେ

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande