
ଭୁବନେଶ୍ୱର, 21 ଅକ୍ଟୋବର (ହି.ସ.)- ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠା ଦିବସରେ ସୁଭାଷ
ବୋଷଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ମା’ ଭାରତୀଙ୍କ ସ୍ୱାଧୀନତା ପାଇଁ ଗଠିତ ଆଜାଦ ହିନ୍ଦ ଫୌଜର ପ୍ରତିଷ୍ଠା
ଦିବସ ଅବସରରେ ଏହା ସହ ଜଡ଼ିତ ପ୍ରତ୍ୟେକ ଦେଶଭକ୍ତ ସେନାନୀଙ୍କୁ କୋଟି କୋଟି ପ୍ରଣାମ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା