
ଭୁବନେଶ୍ୱର, 21 ଅକ୍ଟୋବର (ହି.ସ.)- ପବିତ୍ର
ବିଜୟା ଦଶମୀ ତଥା ଦଶହରାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ବିଜୟା ଦଶମୀ ତଥା ଦଶହରାର ହାର୍ଦ୍ଦିକ
ଶୁଭେଚ୍ଛା। ଅସତ୍ୟ ଉପରେ ସତ୍ୟର, ଅନ୍ୟାୟ ଉପରେ ନ୍ୟାୟର ବିଜୟ ହେଉ। ମା'ଙ୍କ ଆଶୀର୍ବାଦ ସଭିଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା