ଆଗାମୀ ୪ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ, ପରବର୍ତୀ ୩ ଦିନ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୨ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବି
୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ


ଭୁବନେଶ୍ୱର, ୨୨ ଅକ୍ଟୋବର (ହି.ସ.)- ଆଗାମୀ ୪ ଦିନ ଅର୍ଥାତ୍ ୨୨ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande