ସ୍ୱାଧୀନତା ସଂଗ୍ରାମୀ ଅଶଫାକ ଉଲ୍ଲା ଖାନଙ୍କ ଜୟନ୍ତୀରେ ତାଙ୍କୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ଅଶଫାକ ଉଲ୍ଲା ଖାନଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଅଶଫାକ ଉଲ
ଅଶଫାକ୍


ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ଅଶଫାକ ଉଲ୍ଲା ଖାନଙ୍କ ଜୟନ୍ତୀରେ ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ଅଶଫାକ ଉଲ୍ଲା ଖାନଙ୍କ ଜୟନ୍ତୀରେ ଭକ୍ତିପୂତ ପ୍ରଣାମ। ତାଙ୍କର ତ୍ୟାଗ, ଦେଶପ୍ରେମ ଓ ଆଦର୍ଶ ସର୍ବଦା ଆମ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande