ଅମିତ ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)- ଅମିତ ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଦେଶର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ
ଅମିତ ଶାହଙ୍କୁ ଜନ୍ମଦିନର     ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)- ଅମିତ ଶାହଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଦେଶର ଗୃହ ଓ

ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ଧାରା ୩୭୦

ଉଚ୍ଛେଦଠାରୁ ଆରମ୍ଭ କରି ନକ୍ସଲବାଦ ବିରୋଧରେ ନିର୍ଣ୍ଣାୟକ କାର୍ଯ୍ୟାନୁଷ୍ଠାନ ପର୍ଯ୍ୟନ୍ତ, ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବାରେ ଆପଣଙ୍କର ଗୁରୁତ୍ୱପୂର୍ଣ୍ଣ

ଭୂମିକା ରହିଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ମା' ସମଲେଶ୍ୱରୀଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ

କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande