
ଭୁବନେଶ୍ୱର, 22 ଅକ୍ଟୋବର (ହି.ସ.)-
କେନ୍ଦ୍ରମନ୍ତ୍ରୀ ଅମିତ ଶାହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଜୁଏଲ ଓରାମ । ଏକ୍ସ
ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ କହିଛନ୍ତି ଯେ,
କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ
ଶୁଭେଚ୍ଛା। ରାଷ୍ଟ୍ରହିତ ପ୍ରତି ଆପଣଙ୍କର ଅତୁଟ ସମର୍ପଣ ଏବଂ ସଂଗଠନକୁ ସଶକ୍ତ କରିବାରେ
ଆପଣଙ୍କର ଅବଦାନ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା