ଆଗାମୀ ୩ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ପରବର୍ତୀ ୪ ଦିନ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୪ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍
୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ


ଭୁବନେଶ୍ୱର, ୨୩ ଅକ୍ଟୋବର (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୪ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande