ଆଗାମୀ ୨ ଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ : ପରବର୍ତୀ ୫ ଦିନ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୫ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଆସନ୍ତା ୩୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧ
୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ


ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ.)- ଆଗାମୀ ୨ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ପରବର୍ତୀ ୫ ଦିନ ଅର୍ଥାତ୍ ୨୬ ତାରିଖ ସକାଳ ଠାରୁ ଆସନ୍ତା ୩୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande