ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ସ୍ଥଗିତ
ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ)- ବାତ୍ୟା ଆଶଙ୍କା ନେଇ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରହିଛି। ଆସନ୍ତା ୨୮ ଓ ୨୯ ତାରିଖରେ ରାଷ୍ଟ୍ରପତିଙ୍କର ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ତେବେ ଅକ୍ଟୋବର ବଦଳରେ ଆସନ୍ତା ନଭେମ୍ବର ୪ ଓ ୫ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତ
Droupadi Murmu


ଭୁବନେଶ୍ୱର, ୨୪ ଅକ୍ଟୋବର (ହି.ସ)- ବାତ୍ୟା ଆଶଙ୍କା ନେଇ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରହିଛି। ଆସନ୍ତା ୨୮ ଓ ୨୯ ତାରିଖରେ ରାଷ୍ଟ୍ରପତିଙ୍କର ମୟୂରଭଞ୍ଜ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ତେବେ ଅକ୍ଟୋବର ବଦଳରେ ଆସନ୍ତା ନଭେମ୍ବର ୪ ଓ ୫ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତିଙ୍କ ସଚିବାଳୟର ଟୁର୍ ସେକ୍ସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande