ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ହମୀରପୁରର ସାଂସଦ ଶ୍ରୀ ଅନୁରାଗ ଠାକୁର ଜୀ
ଅନୁରାଗ ଠାକୁରଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ

ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସାଂସଦ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ହମୀରପୁରର

ସାଂସଦ ଶ୍ରୀ ଅନୁରାଗ ଠାକୁର ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଈଶ୍ୱରଙ୍କ

ନିକଟରେ ଆପଣଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande