ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଆଜି ଛତିଶଗଡ଼ ଗସ୍ତ ସମୟରେ ରାୟପୁରଠ
ଛତିଶଗଡ     ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଛତିଶଗଡ

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସାଂସଦ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଆଜି

ଛତିଶଗଡ଼ ଗସ୍ତ ସମୟରେ ରାୟପୁରଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ମୋର ବନ୍ଧୁ ଶ୍ରୀ ବିଷ୍ଣୁଦେବ

ସାଏଜୀଙ୍କ

ସହ ଏକ ଆତ୍ମୀୟ ସାକ୍ଷାତ ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande