ଆଇଟିବିପିର ପ୍ରତିଷ୍ଠା ଦିବସରେ ବୀର ଯବାନଙ୍କୁ ନମନ କଲେ ଜୁଏଲ ଓରାମ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଆଇଟିବିପିର ପ୍ରତିଷ୍ଠା ଦିବସରେ ବୀର ଯବାନଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଭାରତ-ତିବ୍ବତ ସୀମା ପୋଲିସ ବଳ (ଆଇଟିବିପି)ର ୬୫ତମ ପ୍ରତିଷ୍ଠା ଦିବସ ଅବସରରେ
ଆଇଟିବିପିର ପ୍ରତିଷ୍ଠା     ଦିବସରେ ବୀର ଯବାନଙ୍କୁ ନମନ କଲେ ଜୁଏଲ ଓରାମ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଆଇଟିବିପିର

ପ୍ରତିଷ୍ଠା ଦିବସରେ ବୀର ଯବାନଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ

ହ୍ୟାଣ୍ଡେଲରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ଭାରତ-ତିବ୍ବତ ସୀମା ପୋଲିସ ବଳ (ଆଇଟିବିପି)ର ୬୫ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତ ହିମବୀର, ହିମବୀରାଙ୍ଗନା ଏବଂ ସେମାନଙ୍କ ପରିବାରବର୍ଗଙ୍କୁ ହାର୍ଦ୍ଦିକ

ଅଭିନନ୍ଦନ ଓ ଅନେକ ଅନେକ ଶୁଭେଚ୍ଛା। ରାଷ୍ଟ୍ରସେବା ପ୍ରତି ଆପଣମାନଙ୍କର ସମର୍ପଣ ସର୍ବଦା ଆମ

ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande