ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପୂର୍ବତନ କେନ୍ଦ୍ର କ୍ୟାବିନେଟ୍ ମନ୍ତ୍ରୀ ତଥା ହିମାଚଳ ପ୍ରଦେଶର ହ
ଅନୁରାଗ ଠାକୁରଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ

ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ

ହ୍ୟାଣ୍ଡେଲରେ ଏକ ଶୁଭେଚ୍ଛା ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପୂର୍ବତନ କେନ୍ଦ୍ର

କ୍ୟାବିନେଟ୍ ମନ୍ତ୍ରୀ ତଥା ହିମାଚଳ ପ୍ରଦେଶର ହମୀରପୁର ଲୋକସଭା କ୍ଷେତ୍ରର ଲୋକପ୍ରିୟ ମାନ୍ୟବର

ସାଂସଦ ଶ୍ରୀ ଅନୁରାଗ ସିଂହ ଠାକୁର ଜୀଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଅନେକ ଅନେକ

ଶୁଭେଚ୍ଛା। ପ୍ରଭୁ ଶ୍ରୀରାମ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ପ୍ରଦାନ କରନ୍ତୁ, ଏହା ହିଁ ମୋର ଆନ୍ତରିକ ପ୍ରାର୍ଥନା।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande