ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ହମୀରପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁରଙ୍କ
ଅନୁରାଗ ଠାକୁରଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 24 ଅକ୍ଟୋବର (ହି.ସ.)- ଅନୁରାଗ

ଠାକୁରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ହମୀରପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ

ଠାକୁରଙ୍କୁ ଜନ୍ମଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଅନେକ ଅନେକ ଶୁଭେଚ୍ଛା। ମହାପ୍ରଭୁ

ଶ୍ରୀଜଗନ୍ନାଥ ଆପଣଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ, ସମୃଦ୍ଧି ଏବଂ ଦୀର୍ଘ, ସୁଖମୟ ଓ ସାର୍ଥକ ଜୀବନ ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande